www.samajalive.in
Friday, December 5, 2025
23.1 C
Bhubaneswar

୫ ବର୍ଷର ଶିଶୁକୁ ହତ୍ୟା କଲା ୧୪ ବର୍ଷୀୟ ନାବାଳକ

ସମାଜ ଡିଜିଟାଲ ଡେସ୍କ: ୫ ବର୍ଷର ଶିଶୁକୁ ହତ୍ୟା କରିଛି ଜଣେ ୧୪ ବର୍ଷୀୟ ନାବାଳକ। ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ଥାନା ଅନ୍ତର୍ଗତ କୃଷ୍ଣଗୁଡ଼ା ଗ୍ରାମରେ। ପୁଲିସ ଅଭିଯୁକ୍ତ ନାବାଳକକୁ ଅଟକ ରଖି ପଚରାଉଚରା କରୁଛି।

ଅଭିଯୁକ୍ତ ନାବାଳକ ଜଣକ ଉକ୍ତ ଗ୍ରାମର ଜରେ ୫ ବର୍ଷର ଶିଶୁକୁ ତଣ୍ଟିଚିପି ହତ୍ୟା କରିଥିଲା। ପରେ ମୃତଦେହକୁ ଏକ ପରିତ୍ୟକ୍ତ ଘରେ ଭର୍ତ୍ତି କରି କବାଟ ଦେଇ ବାହାରେ ଜଗି ରହିଥିଲେ। ଲୋକଙ୍କ ସନ୍ଦେହ ହେବାରୁ ଉକ୍ତ ଘର ଖୋଲି ଦେଖିବା ବେଳକୁ ଭିତରେ ଶିଶୁର ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଥିଲା। ଏ ନେଇ ଥାନାକୁ ଖବର ଦିଆଯିବା ପରେ ପୁଲିସ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଚଳାଇଛି।

Hot this week

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ ଗିରଫ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି...

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

Related Articles

Popular Categories