www.samajalive.in
Saturday, December 6, 2025
14.1 C
Bhubaneswar

ଟ୍ରେନରୁ ୭୦ଲକ୍ଷ ଜବତ: ୨ଅଟକ

ସମାଜ ଡିଜିଟାଲ ଡେସ୍କ: ଟିଟିଲାଗଡରୁ ୭୦ଲକ୍ଷ ଟଙ୍କା ଜବତ ହୋଇଛି ।ଧର୍ତି ଆବା ସୁପରଫାଷ୍ଟ ଟ୍ରେନରୁ ଟଙ୍କା ଜବତ କରିଛି ପୁଲିସ । ଘଟଣାରେ ପ୍ରଭାତ କୁମାର ସାହୁ ଓ ଉମେଶ ପ୍ରସାଦ ନାମକ ଦୁଇ ଜଣଙ୍କୁ ଅଟକ ରଖାଯାଇଛି । ଟ୍ରେନଟି ଏର୍ଣ୍ଣାକୁଲମରୁ ହଟିଆ ଯାଉଥିବା ବେଳେ ଜିଆରପି ପୁଲିସ ଏହାକୁ ଜବତ କରିଛି । ଦୁଇ ଜଣ ଓଡ଼ିଆ ଯୁବକ ଟଙ୍କା ସହିତ ଧରାପଡିଥିବାରୁ ପୁଲିସ ସେମାନଙ୍କୁ ଜେରା କରୁଛି ।

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories