www.samajalive.in
Friday, December 5, 2025
20.1 C
Bhubaneswar

ଧନତେରାସ୍‌ ପାଇଁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

ସମାଜ ଡିଜିଟାଲ ଡେସ୍କ: ଆଜି ସାରା ଦେଶରେ ପବିତ୍ର ଧନତେରାସ୍‌ ପାଳନ କରାଯାଉଛି । ଏହି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ମୋଦୀ ଏକ୍ସରେ ଶୁଭେଚ୍ଛା ଜଣାଇ କହିଛନ୍ତି ଧନତେରାସ୍‌ ସମସ୍ତଙ୍କ ପାଇଁ ସୁଖ, ସୌଭାଗ୍ୟ ଓ ଆରୋଗ୍ୟ କାମନା କରୁଛି । ଭଗବାନ ଧନ୍ୱନ୍ତରୀ ସମସ୍ତଙ୍କୁ ଭରପୁର ଆର୍ଶୀବାଦ ଦିଅନ୍ତୁ ।

- Advertisement -

ଏପଟେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ରାଜ୍ୟବାସୀଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଭଗବାନ ଧନ୍ୱନ୍ତରୀଙ୍କ ଆଶୀର୍ବାଦରୁ ରାଜ୍ୟର ପ୍ରତ୍ୟେକ ପରିବାର ସୁଖ, ଶାନ୍ତି, ସମୃଦ୍ଧି ,ବଂ ଉତ୍ତମ ସ୍ୱାସ୍ଥ୍ୟ ଲାଭ କରନ୍ତୁ । ମା ଲକ୍ଷ୍ମୀଙ୍କ କୃପାରୁ ଆମ ଚାଷୀ, ଶ୍ରମିକ, ମହିଳା ଓ ଯୁବପୀଢିଙ୍କ ପାଇଁ ସଫଳତାର ନୂତନ ଦ୍ୱାର ଉନ୍ମୁକ୍ତ ହେଉ ।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories