www.samajalive.in
Friday, December 5, 2025
27.1 C
Bhubaneswar

ବ୍ରହ୍ମପୁତ୍ର ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ : ଦିଲ୍ଲୀରେ ବଡଧରଣର ଅଗ୍ନିକାଣ୍ଡ ଘଟିଛି। ସାଂସଦ ରହୁଥିବା ବ୍ରହ୍ମପୁତ୍ର ଆପାର୍ଟମେଣ୍ଟରେ ନିଆଁ ଲାଗି ବହୁ ଗାଡି ପୋଡି ପାଉଁଶ ହୋଇଯାଇଛି। ଏପରିକି ଆପାର୍ଟମେଣ୍ଟରେ ରହୁଥିବା କିଛି ବ୍ୟକ୍ତି ଆହତ ହୋଇଥିବା ଜଣାପଡିଛି। ଏହି ଆପର୍ଟମେଣ୍ଟରେ ଅନେକ ରାଜ୍ୟସଭା ସାଂସଦ ରୁହନ୍ତି। ଦ୍ଵିତୀୟ ମହଲାରୁ ପ୍ରଥମେ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି। ଉପର ମହଲାରୁୂ ଅନ୍ୟ ଆଡକୁ ନିଆଁ ବ୍ୟାପିଯାଇଥିଲା। ପରେ ୫ରୁ ଅଧିକ ଦମକଳବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଏହି ଆପାର୍ଟମେଣ୍ଟକୁ ୨୦୨୦ ମସିହାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହାକୁ ଉଦଘାଟନ କରିଥିଲେ। ଆପାର୍ଟମେଣ୍ଟଟି ସଂସଦ ଭବନ ଠାରୁ ମାତ୍ର ୨୦୦ ମିଟର ଦୂରରେ ଅବସ୍ଥିତ।

Hot this week

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

Related Articles

Popular Categories