www.samajalive.in
Sunday, December 7, 2025
16.1 C
Bhubaneswar

ଖଣ୍ଡା ବୁଲାଇ ଯୁବକ ଗିରଫ

ଦିଗପହଣ୍ଡି : ମହଙ୍ଗା ପଡିଲା ସୋସିଆଲ ମିଡିଆରେ ଖଣ୍ଡା ବୁଲାଇବା । ଇନଷ୍ଟାଗ୍ରାମରେ ଭିଡିଓ ଅପଲୋଡ କରିବା ପରେ ଯୁବକ ଜଣଙ୍କୁ ପୁଲିସ୍‌ ଗିରଫ କରିଛି। ଗଞ୍ଜାମ ଦିଗପହଣ୍ଡି ଥାନା ଡୁମ୍ବୁଳା ଗାଁର ସୁଶାନ୍ତ ମହାକୁଡଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଛି । ସମ୍ପୃକ୍ତ ଯୁବକ ଜଣକ ଖଣ୍ଡା ବୁଲାଇ ୩ ଜଣ ବ୍ୟକ୍ତିଙ୍କ ମୁଣ୍ଡ ନେବ ବୋଲି ଭିଡିଓରେ ଧମକ ଦେଇଥିଲେ। ଏହି ଭିଡିଓକୁ ସୁଶାନ୍ତ ନିଜ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଅପଲୋଡ କରି ନିଜେ ଭାଇରାଲ୍ କରିଥିଲା । ଭିଡିଓ ଭାଇରାଲ ହେବା ପରେ ପୁଲିସ୍‌ ନଜରକୁ ଆସିଥିଲା । ଗାଁରେ ପହଞ୍ଚି ପୁଲିସ୍‌ ସୁଶାନ୍ତଙ୍କୁ ଗିରଫ କରିଛି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories