www.samajalive.in
Sunday, December 7, 2025
18.1 C
Bhubaneswar

ଛୁରା ମାଡରେ ଦମ୍ପତ୍ତି ଗୁରୁତର

ବିନିକା – କଳହକୁ ନେଇ ଦମ୍ପତ୍ତିକୁ ଛୁରାମାଡ ହୋଇଥିବା ଅଭିଯୋଗ ହୋଇଛି । ବିନିକା ଅଞ୍ଚଳର ଚିଙ୍ଗିରକେଟା ଗାଁରେ ଏହି ଅଘଟଣ ଘଟିଛି । ଦାଦାର ଛୁରାମାଡରେ ପୁତୁରା ଓ ପୁତୁରା ବୋହୁ ଗୁରୁତର ହୋଇଛନ୍ତି ।

ଉଭୟଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ଚିକିତ୍ସା ପାଇଁ ବୁର୍ଲା ସ୍ଥାନାନ୍ତରିତ କରାଯାଇଛି । ଜମିବାଡି ବିବାଦକୁ ନେଇ ଦାଦା ଓ ପୁତୁରାଙ୍କ ମଧ୍ୟରେ ଝଗଡା ହୋଇଥିଲା । ଏଥିରେ ଉତ୍ତକ୍ଷିପ୍ତ ହୋଇ ଦାଦା ଛୁରି ଧରି ଆକ୍ରମଣ କରିବାରୁ ଏହି ଦୁଇ ଜଣ ଗୁରୁତର ହୋଇଥିବା ଜଣା ପଡିଛି ।

- Advertisement -

ଅଭିଯୋଗ ପାଇବା ପରେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଏହାର ତଦନ୍ତ ଆରମ୍ଭ କରିଛି ।

Hot this week

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

Related Articles

Popular Categories