www.samajalive.in
Friday, December 5, 2025
27.1 C
Bhubaneswar

ମହିଳାଙ୍କ ଠାରୁ ସୁନା ଚେନ୍‌ ଝାମ୍ପିନେଲେ ଦୁର୍ବୃତ୍ତ

ସମାଜ ଡିଜିଟାଲ ଡେସ୍କ: ମହିଳାଙ୍କ ବେକରୁ ସୁନା ଚେନ ଝାମ୍ପି ନେଲେ ଦୁର୍ବୃତ୍ତ । ଏଭଳି ଘଟଣା ଘଟିଛି କୋଣାର୍କ ଥାନା ଅନସର ଗାଁରେ । ଦୁଇ ଜଣ ଦୁର୍ବୃତ୍ତ ବାଇକରେ ଆସି ସୁନା ଚେନ୍‌ ଝାମ୍ପି ନେଇଥିବା ମହିଳା ଅଭିଯୋଗ କରିଛନ୍ତି । ମହିଳା ଜଣକ ମନ୍ଦିରରୁ ଦର୍ଶନ ସାରା ଫେରିବା ବେଳେ ଏଭଳି ଲୁଟ୍‌ ଘଟିଥିଲା । ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମହିଳାଙ୍କ ଅଭିଯୋଗ ଆଧାରରେ ଛାନଭିନ କରୁଛି ।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories