www.samajalive.in
Saturday, December 6, 2025
14.1 C
Bhubaneswar

୩ଟି ଲଘୁଚାପ ଆକଳନ: ପ୍ରବଳ ବର୍ଷା ସମ୍ଭାବନା

ସମାଜ ଡିଜିଟାଲ ଡେସ୍କ: ଗୋଟିଏ ନୁହେଁ ତିନୋଟି ଲଘୁଚାପ ହେବା ନେଇ ଆକଳନ କରାଯାଇଛି । ପାଣିପାଗ ବିଜ୍ଞାନୀ ଶରତ ସାହୁ ଏନେଇ ଆକଳନ କରି କହିଛନ୍ତି । ଗୋଟିଏ ଲଘୁଚାପ ସୃଷ୍ଟି ହୋଇଥିବା ବେଳେ ୨୬ରେ ଦ୍ୱିତୀୟ ଲଘୁଚାପ ଓ ୨୯ରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ । ବର୍ତ୍ତମାନ ସୃଷ୍ଟି ହୋଇଥିବା ଲଘୁଚାପ ବେଶୀ ଘନୀଭୂତ ହୋଇନପାରେ । ତଥାପି ଦକ୍ଷିଣ ଓଡ଼ିଶାର ଜିଲାମାନଙ୍କରେ ଅଧିକ ବର୍ଷା ହୋଇପାରେ । ୨୬ ଓ ୨୭ବେଳକୁ ଯେଉଁ ସିଷ୍ଟମ ସୃଷ୍‌ଇ ହେବା ତାହା ଅଧିକ ଘନୀଭୂତ ହେବା ସମ୍ଭାବନା ରହିଛି । ପ୍ରଥମଟିର ବେଶୀ ପ୍ରଭାବ ନପଡିପାରେ, ଦ୍ୱିତୀୟର ପ୍ରଭାବ ବେଶୀ ରହିବ । ମାତ୍ର ୩ଟି ଲଘୁଚାପ ହେବ କି ନାହିଁ ଭାରତୀୟ ପାଣିପାଗ କେନ୍ଦ୍ର କିଛି ସ୍ପଷ୍ଟ କରିନାହିଁ ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories