www.samajalive.in
Friday, December 5, 2025
23.1 C
Bhubaneswar

ଶ୍ରୀମନ୍ଦିର ଭିତରେ ଫଟୋ ଉଠାଇବା ବେଳେ ଗୁମାସ୍ତା ଅଟକ

ପୁରୀ: ପୁଣି ଶ୍ରୀମନ୍ଦିର ଭିତରେ ମୋବାଇଲ ଫୋନରେ ଫଟୋ ଉଠାଇବା​‌ ସମୟରେ ଜଣେ ଗୁମାସ୍ତାଙ୍କୁ ଅଟକ ରଖିଛନ୍ତି ଶ୍ରୀମନ୍ଦିର ପୁଲି। ଗୁମାସ୍ତା ଜଣକ ଫୋନରେ ଯାତ୍ରୀଙ୍କ ଫଟୋ ଉଠାଉଥିଲେ। ପ୍ରତିହାରୀ ନିଯୋଗ ସମ୍ମୁଖରେ ଯାତ୍ରୀଙ୍କ ଫଟୋ ଉଠାଉଥିବା ସୂଚନା ମିଳିଛି। ମନ୍ଦିର ଭିତରକୁ ମୋବାଇଲ ଫୋନ ବାରଣ ସତ୍ବେ ଗୁମାସ୍ତା କିପରି ମୋବାଇଲ ଫୋନରେ ଫଟୋ ଉଠାଇ​‌ଲେ ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି। ଉକ୍ତ ଗୁମାସ୍ତାଙ୍କ ନାମ ଜଣାପଡିନାହିଁ।

Hot this week

ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories