www.samajalive.in
Friday, December 5, 2025
20.1 C
Bhubaneswar

ବାପା,ମାଆଙ୍କୁ ହାଣିଲା ନୃଶଂସ ପୁଅ

ଚାନ୍ଦବାଲି:  ପାରିବାରିକ କଳହରେ କରୁଣ ପରିଣତି ଦେଖିବାକୁ ମିଳିଛି । ସମ୍ପତ୍ତି ପାଇଁ ପୁଅ ଭୁଲିଗଲା ସମ୍ପର୍କ ।ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଧୀନ ଖେରଙ୍ଗ ପଂଚାୟତ ତଳବନ୍ଧ ଗାଁରେ ବାପା ଓ ମା କୁ ହାଣିଲା ନୃଶଂସ ପୁଅ । ଗୁରୁତୁର ଅବସ୍ଥାରେ ବୃଦ୍ଧ ବାପା ମାଙ୍କୁ ଉଦ୍ଧାର କରାଯାଇ ଚାନ୍ଦବାଲି ମେଡିକାଲରେ ଭର୍ତି କରାଯାଇଥିଲା। ଅବସ୍ଥା ସଂକଟପର୍ଣ୍ଣ ହେବାରୁ ପରେ ତାଙ୍କୁ କଟକ ବଡ଼ ମେଡିକାଲ କୁ ସ୍ଥାନାନ୍ତର କରାଯାଇଛି। ଅଭିଯୁକ୍ତ ପୁଅ ହେଉଛି ଖେରଙ୍ଗ ପଂଚାୟତ ତଳବନ୍ଧ ଗାଁ ମନୋଜ ନାୟକ । ଏହି ଘଟଣାରେ ପୁଲିସ ପହଂଚି ତଦନ୍ତ ଆରମ୍ଭ କରିଛି। ବୃଦ୍ଧ ପିତା ହେଉଛନ୍ତି ମଧୁସୂଦନ ନାୟକ ଓ ମାତା ମାଧୁରୀ ନାୟକ ବୋଲି ଜଣାପଡିଛି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories