www.samajalive.in
Saturday, December 13, 2025
26.1 C
Bhubaneswar

ରାଷ୍ଟ୍ରପତିଙ୍କ ସୁରକ୍ଷାରେ ବଡ ତ୍ରୁଟି: ଅବତରଣ ବେଳେ ହେଲିପ୍ୟାଡ୍‌ ଧସିଲା

କେରଳ: ଆଜି କେରଳ ଗସ୍ତରେ ଅଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଚାରି ଦିନ ପାଇଁ କେରଳ ଗସ୍ତରେ ଯାଇଥିବା ସମୟରେ ରାଷ୍ଟ୍ରପତିଙ୍କ ସୁରକ୍ଷାରେ ବଡ ତ୍ରୁଟି ଦେଖିବାକୁ ମିଳିଛି । ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସାବରୀମାଳାର ଭଗବାନ ଆୟାପ୍ପା ମନ୍ଦିରରେ ଦର୍ଶନ ଏବଂ ଆରତୀ ପାଇଁ ପଠାଣମଥିଟ୍ଟା ଯିବାର କାର୍ଯ୍ୟକ୍ରମ ଥବଲା । ଏଥିପାଇଁ ରାଷ୍ଟ୍ରପତିଙ୍କ ହେଲିକପ୍ଟର ପଠାଣମଥିଟ୍ଟାର ପ୍ରମାଦମ୍‌ ଷ୍ଟାଡିୟମର ହେଲିପ୍ୟାଡରେ ଅବତରଣ କରିବା ବେଳେ ଅଘଟଣ ଘଟିଥିଲା । ଅବତରଣ ସମୟରେ ହେଲିପ୍ୟାଡର ଏକ ଅଂଶ ଖସିପଡିଲା । -କଂକ୍ରିଟ୍ ଭିତରୁ ଚପର୍‌କୁ ବାହାର କରିଥିଲେ ପୁଲିସ ଓ ଅଗ୍ନିଶମ ଟିମ୍ରାଷ୍ଟ୍ରପତି ଭାରତୀୟ ବାୟୁସେନାର ହେଲିପକ୍ଟରରେ ଯାତ୍ରା କରୁଥିଲେ । ଏହି ଘଟଣା ରାଷ୍ଟ୍ରପତିଙ୍କ ସୁରକ୍ଷା ଉପରେ ପ୍ରଶ୍ନ ଉଠାଇଛି । କେଉଁ ପରିସ୍ଥିତିରେ ଓ କାହିଁକି ଏଭଳି ଘଟଣା ଘଟିଲା ତାହାର ତଦନ୍ତ କରାଯିବ ।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories