www.samajalive.in
Friday, December 5, 2025
23.1 C
Bhubaneswar

ବ୍ରିଜ୍‌ ତଳକୁ ଖସିପଡିଲା ବାଇକ୍: ଆରୋହୀ ମୃତ

ବିନିକା: ସୁବର୍ଣ୍ଣପୁର ଜିଲା ବିନିକା ନିକଟ ବେଲପଡା ମଗରକୁନ୍ଦା ବ୍ରିଜରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ମଙ୍ଗଳବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ଜଣେ ବାଇକ୍ ଆରୋହୀ ବ୍ରିଜ୍ ତଳକୁ ଖସି ପଡ଼ିଥିଲେ। ଗୁରୁତର ଯୁବକ ଜଣକ ଯୁଦ୍ଧମନ୍ୟୁ ଦ୍ଵାରୀ ବୋଲି ଜଣାପଡିଛି। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ବିନିକା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ପୁଲିସ୍ ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।

Hot this week

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ ଗିରଫ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି...

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

Related Articles

Popular Categories