www.samajalive.in
Monday, December 8, 2025
27.1 C
Bhubaneswar

୫୦ ଲକ୍ଷରେ ହତ୍ୟା ଡିଲ୍‌: ଏସ୍‌ପି

ବ୍ରହ୍ମପୁର : ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ବଡ ଖୁଲାସା କରିଛନ୍ତି ବ୍ରହ୍ମପୁର ଏସ୍‌ପି। ସେ କହିଛନ୍ତି ସାର୍ପ ସୁଟର ୧୦ ଲକ୍ଷ ଟଙ୍କା ଅଗ୍ରୀମ ନେଇଥିଲା । ଚିଣ୍ଟୁ ପ୍ରଧାନ ଗାଡି ଚଳାଉଥିବାବେଳେ କୁରୁପତି ଭୂୟାଁ ଗୁଳି କରିଥିଲେ। ମଳୟ ବିଷୋୟୀ ଏବଂ ମଦନ ଦଳେଇ ପୁରା ଷଡଯନ୍ତ୍ର କରିଥିଲେ। ବିକ୍ରମ ପଣ୍ଡା ଏବଂ ପିଣ୍ଟୁ ଦାସ ସବୁ ଷଡଯନ୍ତ୍ର କରାଇଥିଲେ। ମଳୟ ବିଷୋୟୀ ଓ ମଦନ ଦଳେଇ ଜରିଆରେ ଷଡଯନ୍ତ୍ର କରିଥିଲେ ବିକ୍ରମ ପଣ୍ଡା। ବିକ୍ରମ ପଣ୍ଡା ଏବଂ ପିଣ୍ଟୁ ଦାସଙ୍କଠାରୁ ୫୦ ଲକ୍ଷ ଟଙ୍କା ଆଣିବାର ବ୍ୟବସ୍ଥା ହୋଇଥିଲା। ଉମା ବିଷୋଇ ପାଖରେ ସବୁ ଡିଲ୍‌ ଟଙ୍କା ରହିଛି। ପିଣ୍ଟୁ ଦାସଙ୍କ ନାଁରେ ୩୮ଟି ମାମଲା ରହିଛି। ବିକ୍ରମ ପଣ୍ଡାଙ୍କ ନାଁରେ ଅପରାଧୀକ ଷଡଯନ୍ତ୍ର ପ୍ରମାଣ ମିଳିଛି।

Hot this week

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

Related Articles

Popular Categories