www.samajalive.in
Sunday, December 7, 2025
15.1 C
Bhubaneswar

ବିକ୍ରମ ପଣ୍ଡା ଅପରାଧିକ ଷଡଯନ୍ତ୍ର କରିଥିଲେ-ଏସପି

ସମାଜ ଡିଜିଟାଲ ଡେସ୍କ: ଆଇନଜୀବୀ ତଥା ବିଜେପି ନେତା ପିତବାସ ପଣ୍ଡା ହତ୍ୟା ମାମଲାର ପୁରା ଖୁଲାସା କରିଛନ୍ତି ବ୍ରହ୍ମପୁର ଏସପି ଶ୍ରବଣା ବିବେକ ଏମ୍‌ । ଏସପି କହିଛନ୍ତି ଯେ ସାର୍ପ ସୁଟର ୧୦ଲକ୍ଷ ଟଙ୍କା ଅଗ୍ରୀମ ନେଇଥିଲେ । ହତ୍ୟାକାଣ୍ଡ ଦିନ ଚିଣ୍ଟୁ ପ୍ରଧାନ ଗାଡି ଚଳାଇଥିଲେ, କୁରୁପତି ଭୂୟାଁ ଗୁଳି ଚଳାଇଥିଲେ । ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ଓ ପିଣ୍ଟୁ ଦାସ ସବୁ ଷଡଯନ୍ତ୍ର କରାଇଥିଲେ । ମଳୟ ବିଷୋୟୀ ଓ ମଦନ ଦଳେଇ ଜରିଆରେ ଷଡଯନ୍ତ୍ର କରିଥିଲେ ବିକ୍ରମ ପଣ୍ଡା ।

ପିଣ୍ଟୁ ଦାସଙ୍କ ନାଁରେ ୩୮ଟି ମାମଲା ରହିଥିବା ଏସପି ସୂଚନା ଦେଇଛନ୍ତି । ବିକ୍ରମ ପଣ୍ଡାଙ୍କ ନାଁରେ ଅପରାଧିକ ଷଡଯନ୍ତ୍ର ପ୍ରମାଣ ମିଳିଛି । ବର୍ତ୍ତମାନ ସୁଦ୍ଧା ୧୨ଜଣଙ୍କୁ ଗିରଫ କରାଯାଇଥିବା ବେଳେ ଆଉ ୩ଜଣ ଫେରାର ଅଛନ୍ତି । ଖୁବଶୀଘ୍ର ସେମାନଙ୍କୁ ଗିରଫ କରାଯିବ ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories