www.samajalive.in
Saturday, December 6, 2025
16.1 C
Bhubaneswar

ହାଟ ପାଇଁ ଆସିବ ଏସ୍‌ଓପି : ବିଏମ୍‌ସି

ଭୁବନେଶ୍ଵର : ରାଜଧାନୀର ବିଭିନ୍ନ ହାଟ ପାଇଁ ଏସ୍‌ଓପି ଆଣିବ ବିଏମ୍‌ସି। ରାଜଧାନୀର ୨୦ଟି ବଡ ହାଟରେ ଏହି ଏସ୍‌ଓପି ଲାଗୁ ହେବ। ଏ ନେଇ ବିଏମ୍‌ସି ମେୟର ସୁଲୋଚନା ଦାସ ସୂଚନା ଦେଇଛନ୍ତି। ବିଏମ୍‌ସି ଅଧିକାରୀଙ୍କ ଉପସ୍ଥିତିରେ ହାଟ କମିଟି ନିର୍ବାଚନ ହେବ। ସବୁ ହାଟ ଦୋକାନୀଙ୍କ ପାଇଁ ଗ୍ରୁପ୍ ଇନ୍ସୁରାନ୍ସ ହେବ। ହାଟରେ ଏନ୍ସଫୋର୍ସମେଣ୍ଟ କଡାକଡି ହେବ। କୌଣସି ଦୋକାନୀ ଜରିପାଲ ଟାଣି ପାରିବେନାହିଁ। ଏବଂ ରାସ୍ତା ଉପରକୁ ମାଡି ବ୍ୟବସାୟ କରିପାରିବେନି ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

Related Articles

Popular Categories