www.samajalive.in
Friday, December 5, 2025
27.1 C
Bhubaneswar

ମହାନଦୀକୁ ଡେଇଁଲେ ଯୁବତୀ !

କଟକ: କଟକ ମହାନଦୀରେ ପୁଣି ଅଘଟଣ। ଯୋବ୍ରା ବ୍ୟାରେଜରୁ ଜଣେ ଯୁବତୀ ଡେଇଁ ପଡିଥିବା ସୂଚନା ମିଳିଛି। ଯୁବତୀ ଜଣକ ଜଗତସିଂହପୁରର ଶିବାନୀ ମଲ୍ଲିକ ବୋଲି ଜଣାପଡିଛି। ବ୍ୟାରେଜ ଉପରୁ ମହିଳାଙ୍କ ସ୍କୁଟି ଜବତ କରାଯାଇଛି। ଶିବାନୀ ପୂର୍ବରୁ ମାନସିକ ଦୁଃଶ୍ଚିନ୍ତାରେ ଥିବା ସୂଚନା ମିଳିଛି। ଖବର ପାଇ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଖୋଜାଖୋଜି ଜାରି ରଖିଛି।

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories