www.samajalive.in
Saturday, December 13, 2025
15.1 C
Bhubaneswar

ନୂଆପଡ଼ା ଉପନିର୍ବାଚନ: ଆଉ ୩୪ ନେତାଙ୍କୁ ଦାୟିତ୍ବ ଦେଲା ବିଜେଡି

ଭୁବନେଶ୍ବର: ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେଡି ପକ୍ଷରୁ ଆଉ ୩୪ ନେତାଙ୍କୁ ଦାୟିତ୍ବ ଦିଆଯାଇଛି। ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଅନୁମୋଦନକ୍ରମେ ୧୩ ନେତାଙ୍କୁ ବିଭିନ୍ନ ବ୍ଲକ୍‌ ଓ ଏନ୍‌ଏସିର ଦାୟିତ୍ବ ଦିଆଯାଇଛି। ସୁଧୀର କୁମାର ସାମଲ, ଶ୍ରୀକାନ୍ତ ସାହୁ, ମୁକେଶ କୁମାର ପାଲ, ପ୍ରଦୀପ କୁମାର ସାହୁ, ପୂର୍ଣ୍ଣଚନ୍ଦ୍ର ସ୍ବାଇଁ, ମନ୍ମଥ ରାଉତରାୟ ଏବଂ ଡ. ଦେବାଶିଷ ମାର୍ଣ୍ଡିଙ୍କୁ ନୂଆପଡ଼ା ବ୍ଲକ୍‌ ଦାୟିତ୍ବ ଦିଆଯାଇଛି। ସେହିପରି କୋମନା ବ୍ଲକ୍ ଦାୟିତ୍ବ ପ୍ରଣବ କୁମାର ବଳବନ୍ତରାୟ, ସଞ୍ଜୀବ କୁମାର ମଲ୍ଲିକ ଏବଂ ମାଧବ ଧଡ଼ାଙ୍କୁ ଦେଇଛି ଦଳ। ଏହାସହ ଗଣେଶ୍ବର ବେହେରା, ଅନନ୍ତ ନାରାୟଣ ଜେନା ଏବଂ ରାଜେନ୍ଦ୍ର ସାହୁଙ୍କୁ ଖରିଆର ରୋଡ଼ ଏନ୍‌ଏସି ଦାୟିତ୍ବ ଦିଆଯାଇଛି।

ଏହାଛଡ଼ା ଉପନିର୍ବାଚନ ପାଇଁ ବିଭିନ୍ନ କ୍ଷେତ୍ରୀୟ ସାଂଗଠନିକ କାର୍ଯ୍ୟଗୁଡ଼ିକର ସମନ୍ବୟ ରକ୍ଷା ପାଇଁ ୨୧ଜଣ ନେତାଙ୍କୁ ଦାୟିତ୍ବ ମିଳିଛି। ସେମାନେ ହେଲେ ପ୍ରମିଳା ମଲ୍ଲିକ, ନିରଞ୍ଜନ ବିଶି, ଟୁକୁନି ସାହୁ, ସୁବାସ ସିଂ, ରମେଶ ମାଝୀ, ଲତିକା ପ୍ରଧାନ, ପ୍ରକାଶ ମାଝୀ, ଅଳକା ମହାନ୍ତି, ଡଲି ମାଝୀ, ମହମ୍ମଦ ଆଦମ, ଏସ୍‌କେ ନିଜାମୁଦ୍ଦିନ, ପ୍ରଫୁଲ୍ଲ ସିଂହ, ଭାନୁପ୍ରତାପ ସିଂ ମାଝୀ, ସଞ୍ଜିତ ମହାନ୍ତି, ଗିରିରାଜ ସିଂ ମାଝୀ, ଗୌରହରି ମିଶ୍ର, ଭୀଷ୍ମଦେବ ସରାଫ, ରାଜୁ ଘିବେଲା, ନନ୍ଦଲାଲ ସିଂ, ଜାପାନ ମହାପାତ୍ର ଏବଂ ପ୍ରବୀର ମହାନ୍ତି।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories