www.samajalive.in
Sunday, December 7, 2025
26.1 C
Bhubaneswar

ପ୍ରେମ ପ୍ରତାରଣା: ଭୁବନେଶ୍ବର ଏୟାରପୋର୍ଟ ଡିଜିଏମ୍‌ ଗିରଫ

ଭୁବନେଶ୍ଵର: ଏୟାରହୋଷ୍ଟ୍ରେସ୍‌ ଙ୍କୁ ଲଭ୍‌ , ସେକ୍ସ, ଧୋକା ଅଭିଯୋଗରେ ଭୁବନେଶ୍ଵର ଏୟାରପୋର୍ଟ ଡିଜିଏମ୍ ଗିରଫ ହୋଇଛନ୍ତି। ଏୟାରପୋର୍ଟ ଡିଜିଏମ ଉମାକାନ୍ତ ପଟେଲଙ୍କୁ କମିଶନରେଟ୍ ପୋଲିସ୍‌ ଗିରଫ କରିଛି। ମିଛ କଥା କହି ଅବୈଧ ସମ୍ପର୍କ ରଖିଥିବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ଏୟାରହୋଷ୍ଟ୍ରେସ୍‌ଙ୍କର ଗର୍ଭପାତ କରାଇଥିବା ଭଳି ସାଂଘାତିକ ଅଭିଯୋଗ ଆସିଛି। ବିବାହିତ ହୋଇ ବି ଏୟାରହୋଷ୍ଟ୍ରେସ୍‌ ଙ୍କ ସହ ଉମାକାନ୍ତ ସମ୍ପର୍କ ରଖିଥିଲେ। ଦୀପାବଳି ଦିନ ଘରୋଇ ଏୟାରଲାଇନ୍ସର ଜଣେ ଯୁବତୀ ଏୟାରପୋର୍ଟ ଥାନାରେ ପ୍ରତାରଣା ଅଭିଯୋଗ କରିଥିଲେ । ଅଭିଯୋଗକୁ ଭିତ୍ତି କରି କମିଶନରେଟ୍ ପୁଲିସ୍‌ ଡିଜିଏମ୍‌ଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।

Hot this week

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

Related Articles

Popular Categories