www.samajalive.in
Saturday, December 13, 2025
21.1 C
Bhubaneswar

ସର୍ଟ ସର୍କିଟରୁ ଫାଟିଲା ସିଲିଣ୍ଡର, ନିଆଁ ଲାଗି ଜଳିଗଲା ଘର, ବର୍ତ୍ତିଗଲେ ବୃଦ୍ଧ ପତି ପତ୍ନୀ

ସମ୍ବଲପୁର: ବିଦ୍ୟୁତ ସର୍ଟ ସର୍କିଟ ଯୋଗୁଁ ଫାଟିଲା ଗ୍ୟାସ ସିଲିଣ୍ଡର । ନିଆଁ ଲାଗି ପୋଡ଼ିଗଲା ଘର । ସମ୍ବଲପୁର ଗୁରୁପଡ଼ାସ୍ଥିତ ନିରଞ୍ଜନ ପଟ୍ଟନାୟକଙ୍କ ଘର ଜଳି ପୋଡ଼ି ପାଉଁଶ ହୋଇଯାଇଛି । ଘର ମାଲିକ ଏବଂ ତାଙ୍କ ପତ୍ନୀ ଘରେ ଶୋଇଥିବାବେଳେ ହଠାତ୍ ନିଆଁ ଲାଗିଯାଇଥିଲା । ଗାଁ ଲୋକେ ପହଞ୍ଚି ଉଭୟଙ୍କୁ ସୁରକ୍ଷିତ ଉଦ୍ଧାର କରି ଦମକଳ ବାହିନୀକୁ ଖବର ଦେଇଥିଲେ ।

- Advertisement -

3 ଦମକଳ ଗାଡ଼ି ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ ହେଁ ସେତେବେଳକୁ ସବୁ କିଛି ପୋଡ଼ିଯାଇଥିଲା । ତେବେ ନିରଞ୍ଜନ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡିତ । ତେଣୁ ତାଙ୍କୁ କିଛି ସରକାରୀ ସହାୟତା ମିଳୁ ବୋଲି ଗାଁଲୋକେ ଦାବି କରିଛନ୍ତି ।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories