www.samajalive.in
Friday, December 5, 2025
23.1 C
Bhubaneswar

କୋରାପୁଟ କଫି ଓଡିଶାର ଗୌରବ : ମୋଦୀ

ନୂଆଦିଲ୍ଲୀ : କୋରାପୁଟ କଫିକୁ ଆଜି ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ୧୨୭ତମ ମନ କି ବାତ୍ କାର୍ଯ୍ୟକ୍ରମ ଜରିଆରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀ କୋରାପୁଟ କଫିକୁ ପ୍ରଶଂସା କରି କହିଛନ୍ତି ଓଡିଶାର କୋରାପୁଟ କଫି ଅତ୍ୟନ୍ତ ସ୍ଵାଦିଷ୍ଟ। କୋରାପୁଟ କଫି ହେଉଛି ଓଡିଶାର ଗୌରବ। ଚା ସହିତ କୋରାପୁଟ କଫି କଥା କହିଛନ୍ତି ପିଏମ୍ ମୋଦୀ। ଅନେକ ଲୋକ ଚାକିରି ଛାଡି କଫି ଚାଷରେ ମନ ବଳାଉଛନ୍ତି। କଫି ଚାଷରେ ମହିଳାଙ୍କ ସହଭାଗିତାକୁ ମୋଦୀ ପ୍ରଶଂସା କରିଛନ୍ତି। ଆଜିର ସମୟରେ କୋରାପୁଟ କଫିରୁ ବହୁ ଲାଭ ମିଳୁଛି।

Hot this week

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

Related Articles

Popular Categories