www.samajalive.in
Saturday, December 6, 2025
26.1 C
Bhubaneswar

ଗଜପତିରେ ସ୍କୁଲ, ପର୍ଯ୍ୟଟନସ୍ଥଳୀ ବନ୍ଦ

ସମାଜଲାଇଭ ଡେସ୍କ: ସମ୍ଭାବ୍ୟ ବାତ୍ୟା ‘ମନ୍ଥା’କୁ ଦୃଷ୍ଟିରେ ରଖି ଗଜପତି ଜିଲାରେ ସ୍କୁଲ ବନ୍ଦ ରଖାଯିବ। ଏ ନେଇ ଗଜପତି ଜିଲାପାଳ ରବିବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ୨୭ ତାରିଖରୁ ୩୦ ତାରିଖ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ ବୋଲି ଜିଲା ପ୍ରଶାସନ ପକ୍ଷରୁ କୁହାଯାଇଛି। ସେହିପରି ଏହି ସମୟ ମଧ୍ୟରେ ସମସ୍ତ ପର୍ଯ୍ୟଟନସ୍ଥଳୀ ମଧ୍ୟ ବନ୍ଦ ରହିବ ବୋଲି ସୂଚନା ଦିଆଯାଇଛି।

Hot this week

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

Related Articles

Popular Categories