www.samajalive.in
Friday, December 5, 2025
23.1 C
Bhubaneswar

ଘାସିରାମଙ୍କ ସମର୍ଥନରେ ବାହାରିଲା ଗୋଣ୍ଡ ସମାଜ

ନୂଆପଡ଼ା: ନୂଆପଡ଼ା ଉପନିର୍ବାଚନ ଲାଗି କଂଗ୍ରେସରୁ ପ୍ରାର୍ଥୀ ହୋଇଥିବା ଘାସିରାମ ମାଝୀଙ୍କ ସମର୍ଥନରେ ବାହାରିଛି ଗୋଣ୍ଡ ସମାଜ। ଏହି ପରିପ୍ରେକ୍ଷୀରେ ରବିବାର ମଧ୍ୟାହ୍ନରେ ନୂଆପଡ଼ା ଜିଲ୍ଲା ସଦର ବ୍ଲକ ପତୋରାଠାରେ ଜିଲ୍ଲା ଗୋଣ୍ତ ସମାଜର ଏକ ବୈଠକ ବସିଥିଲା। ଏହି ବୈଠକରେ ଜିଲ୍ଲାର ସମସ୍ତ ପାଞ୍ଚଟି ଯାକ ବ୍ଲକ ସଭାପତି, ଗୋଣ୍ଡ ସମାଜର ପ୍ରତ୍ୟେକ ସର୍କଲ ସଭାପତି, ପଡୋଶୀ ଛତିଶ ଗଡ଼ ବିନ୍ଦ୍ର ନୂଆଗଡ ବିଧାୟକ  ଜନକ ରାମ ଧ୍ରୁବ ପ୍ରମୁଖ ଉପସ୍ଥିତ ଥିଲେ। ବୈଠକରେ  ସମସ୍ତ ଜାତି ଭାଇ ଘାସିରାମଙ୍କୁ ଜିତାଇବା ପାଇଁ ଶପଥ ନେଇଥିଲେ।

Hot this week

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

Related Articles

Popular Categories