www.samajalive.in
Monday, December 8, 2025
27.1 C
Bhubaneswar

ବାତ୍ୟା ପାଇଁ ୮ ଜିଲ୍ଲାରେ ୨୮ ଓ ୨୯ ଦୁଇ ଦିନ ଅଙ୍ଗନୱାଡ଼ି କେନ୍ଦ୍ର ବନ୍ଦ ରହିବ

ସମାଜ ନ୍ୟୁଜ ଡେସ୍କ: ସମ୍ଭାବ୍ୟ ବାତ୍ୟା ‘ମନ୍ଥା’ କୁ ନେଇ ଦୁଇ ଦିନ ଅଙ୍ଗନୱାଡି କୁ ଛୁଟି ଘୋଷଣା କଲେ ସରକାର । ବାତ୍ୟାରେ ବିଶେଷ ପ୍ରଭାବିତ ହେବାକୁ ଥିବା ୮ଟି ଜିଲ୍ଲାର ଅଙ୍ଗନୱାଡି କେନ୍ଦ୍ରକୁ ଅକ୍ଟୋବର ୨୮ ଓ ୨୯ ତାରିଖ ଦୁଇ ଦିନ ବନ୍ଦ ରଖାଯିବ । ରବିବାର ରାଜ୍ୟ ମହିଳା ଓ ଶିଶୁ କଲ୍ୟାଣ ବିଭାଗର ଗୁରୁତ୍ବପୂର୍ଣ୍ଣ ବୈଠକ ବସି ଏହି ନିଷ୍ପତ୍ତି ନିଆଯାଇଛି ।

- Advertisement -

ବାତ୍ୟା ପାଇଁ ୮ଟି ଜିଲ୍ଲାକୁ ରେଡ୍ ଜୋନରେ ରଖାଯାଇଛି । ଯେପରିକି ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, କଳାହାଣ୍ଡି, କନ୍ଧମାଳ, ମାଲକାନଗିରି ଓ ନବରଙ୍ଗପୁର । ଏହି ଜିଲ୍ଲାରେ ଉକ୍ତ ଦୁଇ ଦିନ ଅଙ୍ଗନୱାଡ଼ି କେନ୍ଦ୍ର ବନ୍ଦ ରହିବ ।

Hot this week

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

Related Articles

Popular Categories