www.samajalive.in
Friday, December 5, 2025
23.1 C
Bhubaneswar

ହାତଗୋଡ ବାନ୍ଧି ୪୦ଲକ୍ଷ ଲୁଟ୍‌

ସମାଜ ଡିଜିଟାଲ ଡେସ୍କ: ବନ୍ଧୁକ ଦେଖାଇଲେ, ହାତଗୋଡ ବାନ୍ଧି ୪୦ଭରି ସୁନା ଲୁଟି ନେଲେ ଦୁର୍ବୃତ୍ତ । ଏଭଳି ଘଟଣା ଘଟିଛି ସୁନ୍ଦରଗଡ ଜିଲା ବଣାଇ ଥାନା ହାଟପଦା ନିକଟରେ ବ୍ୟବସାୟୀଙ୍କ ଘରେ । ୫ଜଣ ମୁଖା ପିନ୍ଧା ଦୁର୍ବୃତ୍ତ ଘରେ ପଶି ଜଣେ ମହିଳା ଓ ତାଙ୍କ ଝିଅକୁ ବାନ୍ଧି ଲୁଟ କରିଥିବା ଅଭିଯୋଗ ହୋଇଛି । ଘରେ ଥିବା ଜଣେ କର୍ମଚାରୀଙ୍କୁ ମଧ୍ୟ ମାଡ ମାରିଥିବା ଅଭିଯୋଗ ହୋଇଛି । ୪୦ଭରି ସୁନା ନଗଦ ୨୫ଲକ୍ଷ ଟଙ୍କା ନେଇ ୫ଜଣ ଦୁର୍ବୃତ୍ତ ଫେରାର ହୋଇଥିବା ବେଳେ ପୁଲିସ ଘଟଣାର ତଦନ୍ତ କରୁଛି ।

Hot this week

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ ଗିରଫ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି...

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

Related Articles

Popular Categories