www.samajalive.in
Saturday, December 6, 2025
26.1 C
Bhubaneswar

ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ବାତ୍ୟା ମନ୍ଥା ସମୀକ୍ଷା

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ବାତ୍ୟା ମନ୍ଥା । ୨୮ ତାରିଖରେ ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳଭାଗ ଛୁଇଁବ । ଘଣ୍ଟା ପ୍ରତି ୧୩କିମି ବେଗରେ ଆନ୍ଧ୍ରପ୍ରଦେଶ ଉପକୂଳ ମୁହାଁ ହୋଇ ମାଡି ଆସୁଛି ବାତ୍ୟା । ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଆରମ୍ଭ ହୋଇଯାଇଛି । ବର୍ତ୍ତମାନ ବାତ୍ୟା ଗୋପାଳପୁର ଠାରୁ ୮୬୦କିମି ଏବଂ କାକିନଡାଠାରୁ ୭୧୦କିମି ଦୂରରେ କେନ୍ଦ୍ରୀଭୂତ ରହିଛି । ଏନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଲୋକସଭା ଭବନରେ ସମୀକ୍ଷା କରିଛନ୍ତି । ବୈଠକରେ ସ୍ୱତନ୍ତ୍ର ରିଲିଫ କମିଶନର, କୃଷି ସଚିବ ଓ ଅଗ୍ନିଶମ ଡିଜିଙ୍କ ସହ ବରିଷ୍ଠ ଅଧିକାରୀମାନେ ମଧ୍ୟ ଉପସ୍ଥିତ ରହିଛନ୍ତି ।

Hot this week

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

Related Articles

Popular Categories