www.samajalive.in
Friday, December 5, 2025
27.1 C
Bhubaneswar

ମନ୍ଥା ପାଇଁ ବିଏମ୍‌ସିର ପ୍ରସ୍ତୁତି

ଭୁବନେଶ୍ଵର: ରାଜଧାନୀରେ ମନ୍ଥା ମୁକାବିଲା ପାଇଁ ପ୍ରସ୍ତୁତ ହେଉଛି ବିଏମସି। ଭୁବନେଶ୍ଵରରେ ୫୦ ଆଶ୍ରୟସ୍ଥଳ ସହ ସବୁ ସରକାରୀ ସ୍କୁଲ ପ୍ରସ୍ତୁତ ଅଛି। ପ୍ରବଳ ବର୍ଷା , ପବନ ଯୋଗୁଁ ବହୁ ଗଛ ଭାଙ୍ଗିଯିବା ସହ ଜଳମଗ୍ନ ପରିସ୍ଥିତି ସୃଷ୍ଟି ହେବାର ସମ୍ଭାବନା ରହିଛି। ତେଣୁ ଗଛ କାଟିବା ସହ ଜଳାର୍ଣ୍ଣବ ସ୍ଥିତିର ମୁକାବିଲା ପାଇଁ କର୍ମଚାରୀମାନେ ପୁରା ସଜାଗ ରହିଛନ୍ତି। ଆପଦକାଳୀନ ସମୟରେ ୧୯୨୯ରେ କଲ କରିବାକୁ ପରାମର୍ଶ ରହିଛି। ସ୍ଥାନୀୟ କର୍ପୋରେଟର୍‌ ମାନଙ୍କର ମଧ୍ୟ ସହଯୋଗ ନେଇପାରିବେ। ଏ ନେଇ ସୂଚନା ଦେଇଛନ୍ତି ମେୟର ସୁଲୋଚନା ଦାସ।

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories