www.samajalive.in
Friday, December 5, 2025
27.1 C
Bhubaneswar

୧୦ ଲକ୍ଷ ଟଙ୍କାର ହେରୋଇନ ଜବତ, ଅଭିଯୁକ୍ତ ଗିରଫ

ସମାଜଲାଇଭ ଡେସ୍କ: କଟକ ମର୍କତନଗର ଥାନା ଅନ୍ତର୍ଗତ ସତୀଚଉରା ଇମାମପଡ଼ା ବସ୍ତି ରୋଡ୍‌ ଅଞ୍ଚଳରୁ ସୋମବାର ପୁଲିସ ୧୦୪ ଗ୍ରାମ ହେରୋଇନ ଜବତ କରିଛି। ଏହି ଘଟଣାରେ ପୁଲିସ ଜଣେ ଅଭିଯୁକ୍ତକୁ ଗିରଫ କରିଛି। ଅଭିଯୁକ୍ତ ଜଣକ ହେଉଛି ସତୀଚଉରା ଅଞ୍ଚଳର ଅନିଲ ଦାସ ଓରଫ ଘାଟୁଆ। ଏ ନେଇ ଥାନାରେ ଏକ ମାମଲା ରୁଜୁ ହୋଇଛି। ଜବତ ହୋଇଥିବା ହେରୋଇନର ମୂଲ୍ୟ ପ୍ରାୟ ୧୦ ଲକ୍ଷ ୪୦ ହଜାର ଟଙ୍କା ହେବ ବୋଲି କୁହାଯାଇଛି।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories