www.samajalive.in
Friday, December 5, 2025
27.1 C
Bhubaneswar

ଚାକିରି ନାଁରେ ୬୪ ଲକ୍ଷ ଠକେଇ: ଜୀବନ ହାରିଲେ ମହିଳା

ସମାଜଲାଇଭ ଡେସ୍କ: ସମ୍ବଲପୁର ଜବ୍ ଫ୍ରଡ୍ କେସ୍ ବା ଚାକିରି ପାଇଁ ଠକେଇ ମାମଲାର ଅଭିଯୁକ୍ତ ମହିଳା ସ୍ଵର୍ଣ୍ଣପ୍ରଭା ପାଢ଼ୀ ଶେଷରେ ଜୀବନ ହାରିଛନ୍ତି। ଚାପଗ୍ରସ୍ତ ହୋଇ ବିଷ ପିଇ ଦେବା ପରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ସୋମବାର ତାଙ୍କର ମୃତ୍ୟୁ ହୋଇଛି।

୬୦୦ରୁ ଅଧିକ ଲୋକଙ୍କୁ ଚାକିରି ଦେବା ନାମରେ ସ୍ଵର୍ଣ୍ଣପ୍ରଭା ଏବଂ ଅନ୍ୟ ଜଣେ ବ୍ୟକ୍ତି ମିଶି ଟଙ୍କା ଆଦାୟ କରିଥିଲେ। ଲୋକଙ୍କଠାରୁ ସେମାନେ ୬୪ ଲକ୍ଷ ଟଙ୍କା ଠକି ନେଇଥିଲେ। ପୁଲିସ ଟଙ୍କା ଜବତ କରିବା ପରେ ଠକେଇର ଶିକାର ହୋଇଥିବା ଲୋକମାନେ ସ୍ଵର୍ଣ୍ଣପ୍ରଭାଙ୍କ ଘର ଆଗରେ ହୋହଲ୍ଲା କରିବା ସହିତ ଟଙ୍କା ଫେରସ୍ତ ମାଗିଥିଲେ। ଏସବୁ ଚାପ ସହି ନ ପାରି ସ୍ଵର୍ଣ୍ଣପ୍ରଭା ବିଷ ପିଇ ଦେଇଥିଲେ।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories