www.samajalive.in
Friday, December 5, 2025
27.1 C
Bhubaneswar

ଭୀଷଣ ବାତ୍ୟାରେ ପରିଣତ ହୋଇ ସ୍ଥଳଭାଗକୁ ମାଡି ଆସୁଛି ‘ମନ୍ଥା’

ସମାଜ ଡିଜିଟାଲ ଡେସ୍କ: ସ୍ଥଳଭାଗ ନିକଟତର ହେଉଛି ବାତ୍ୟା ‘ମନ୍ଥା’ । ଏବେ ଘଣ୍ଟା ପ୍ରତି ୧୭ କିମି ବେଗରେ ଗତି କରି ମାଡି ଆସୁଛି ମନ୍ଥା । ଆନ୍ଧପ୍ରଦେଶର ମଛଲିପଟନମ ଠାରୁ ୨୩୦ କିଲୋମିଟର, କାକିନଡା ଠାରୁ ୩୧୦କିଲୋମିଟର ଦୂରରେ ବାତ୍ୟା ମନ୍ଥା ରହିଛି । ଗୋପାଳପୁର ଠାରୁ ୫୭୦କିମି ଦୂରରେ ମନ୍ଥା ରହିଥିବା ସୂଚନା ମିଳିଛି । ତେବେ ଆଜି ସନ୍ଧ୍ୟା କିମ୍ବା ରାତିରେ ସ୍ଥଳଭାଗ ଛୁଇଁବା ନେଇ ଆକଳନ କରାଯାଇଛି । ଆନ୍ଧ୍ରପ୍ରଦେଶର କାକିନାଡାଠାରେ ସ୍ଥଳଭାଗ ଛୁଇଁ ଅତିକ୍ରମ କରିବା ବାତ୍ୟା । ସ୍ଥଳଭାଗ ଛୁଇଁବା ବେଳେ ପବନର ସର୍ବାଧିକ ବେଗ ୧୧୦କିମି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

- Advertisement -

ବାତ୍ୟା ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି । ବର୍ଷା ଆହୁରି ବଢିବା ଆଶଙ୍କା ରହିଛି । ଏହାର ମୁକାବିଲା କରିବା ପାଇଁ ରାଜ୍ୟ ସରକାର ପୁରା ପ୍ରସ୍ତୁତି ରହିଛନ୍ତି । ସବୁ ଜିଲାର ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦେଶ ଦିଆଯାଇଛି ।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories