www.samajalive.in
Friday, December 5, 2025
27.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କ ‘ମନ୍ଥା’ ନେଇ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

ଭୁବନେଶ୍ୱର: ଲୋକସଭା ଭବନରେ ଆଜି ବାତ୍ୟା ‘ମନ୍ଥା’ ନେଇ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବୈଠକରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ସ୍ୱତନ୍ତ୍ର ରିଲିଫ କମିଶନର, ପୁଲିସ ଡିଜି ଶ୍ରୀ ଯୋଗେଶ ବାହାଦୂର ଖୁରାନିଆ, ଅଗ୍ନିଶମ ଡିଜି ସୁଧାଂଶୁ ଷଡଙ୍ଗୀଙ୍କ ସହ ଅନ୍ୟ ବିଭାଗୀୟ ଅଧିକାରୀ ଉପସ୍ଥିତ ରହିଛନ୍ତି । ପ୍ରଭାବିତ ହେବାକୁ ଥିବା ଜିଲା ଗୁଡିକର ଜିଲ୍ଲାପାଳ ମାନେ ଭିଡ଼ିଓ କନଫରେନସିକ ଜରିଆରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀଙ୍କୁ ବାତ୍ୟାର ପ୍ରସ୍ତୁତି ଓ ମୁକାବିଲା ନେଇ ସୂଚନା ଦେଇଥିଲେ ।

- Advertisement -

ବୈଠକରେ ବାତ୍ୟାରେ କିଭଳି ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରିତ କରାଯାଇଛି, ଲୋକଙ୍କୁ ବାତ୍ୟା ଆଶ୍ରୟ ସ୍ଥଳୀରେ ଖାଦ୍ୟ ଯୋଗାଇବା ସହ ସବୁ ବିଭାଗ ଆଲର୍ଟ ଥିବା ନେଇ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଯାଇଛି ।

 

 

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories