www.samajalive.in
Friday, December 5, 2025
27.1 C
Bhubaneswar

ବାତ୍ୟା ମନ୍ଥା: ନବୀନ କହିଲେ ଭୟ କରନ୍ତୁ ନାହିଁ ସଜାଗ ରୁହନ୍ତୁ

ଭୁବନେଶ୍ୱର: ଭୟଙ୍କର ରୂପ ଧାରଣ କରିବ ମାଡି ଆସୁଛି ବାତ୍ୟା ମନ୍ଥା । ବାତ୍ୟା ସମୟରେ ଓଡ଼ିଶାର ଲୋକଙ୍କୁ ସତର୍କ ରହିବାକୁ କହିଛନ୍ତି ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନବୀନ କହିଛନ୍ତି ଯେ ପୂର୍ବରୁ ଆମେ ଅନେକ ବାତ୍ୟାର ମୁକାବିଲା କରିଛୁ । ଭୟ କରନ୍ତୁ ନାହିଁ ସଜାଗ ରୁହନ୍ତୁ । ଜିଲା ପ୍ରଶାସନକୁ ସମସ୍ତ ପ୍ରକାର ସହଯୋଗ କରନ୍ତୁ । ବିଜେଡି କର୍ମୀ ମାନଙ୍କୁ ଲୋକଙ୍କ ସହ ରହିବାକୁ କହିଛନ୍ତି ନବୀନ ।

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories