www.samajalive.in
Friday, December 5, 2025
23.1 C
Bhubaneswar

ବ୍ରାଉନ୍‌ ସୁଗାର ଜବତ, ୭ ଗିରଫ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାରେ ଦିନକୁ ଦିନ ବେଆଇନ୍ ବ୍ରାଉନସୁଗାର କାରବାର ବୃଦ୍ଧି ପାଇବାରେ ଲାଗିଛି। ସ୍ୱତନ୍ତ୍ର ପୁଲିସ ସ୍ୱାର୍ଡ ଓ ବୋଲଗଡ ଥାନା ପୁଲିସ ଚଢ଼ାଉ କରି ମାଣିକାଗୋଡା ଦଳେଇସାହିରୁ ୩୧୪.୯୭୦ ଗ୍ରାମ ବ୍ରାଉନ୍ ସୁଗାର, ନଗଦ ୪ ଲକ୍ଷ ଟଙ୍କା, ଦେଶୀ ବନ୍ଧୁକ, ୨ଟି କାର ଓ ୩ଟି ମୋଟରସାଇକେଲ ଜବତ କରିଛି। ଏହି ବ୍ରାଉନସୁଗାର କାରବାର ଅଭିଯୋଗ ରେ ୭ ଜଣଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତ ମାନଙ୍କ ମଧ୍ୟରେ ଜଣେ ମହିଳା ଥିବା ଜଣାପଡିଛି। ଗିରଫ ଅଭିଯୁକ୍ତ ମାନେ ହେଲେ ଗଞ୍ଜାମ ଜିଲା ବଡ଼ବଜାର ଥାନା ଅଞ୍ଚଳର ପ୍ରାଣାୟା ରାଧା, ସତ୍ୟଲୋଚାନ୍ ସାହୁ, ଖୋର୍ଦ୍ଧା ଆଦର୍ଶ ଥାନା ଅଞ୍ଚଳର ମହେଶ୍ୱର ସ୍ୱାଇଁ,ବୋଲଗଡ ଥାନା ଅଞ୍ଚଳର ମିର ଅତୁଲା (୨୬), ମିର ଅବଦୁଲ୍ଲା, ମୀର ମୁସ୍ତାଫ୍ ଅଲି (୨୬) ଏବଂ ମଇନା ବେଗମ୍ (୨୭) ବୋଲି ଜଣାପଡିଛି।

Hot this week

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ ଗିରଫ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି...

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

ଓଡ଼ିଶାରେ ଏଫସିଆଇ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ୧ଶହ କୋଟି ଲୁଟ୍‌

ନୂଆଦିଲ୍ଲୀ: ଓଡ଼ିଶାରେ ଭାରତୀୟ ଖାଦ୍ୟ ନିଗମ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ପ୍ରାୟ...

Related Articles

Popular Categories