www.samajalive.in
Friday, December 5, 2025
27.1 C
Bhubaneswar

ମନ୍ଥାର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଜାରି, ୨ ରୁ ୩ ଘଣ୍ଟା ଚାଲିବ ଲ୍ୟାଣ୍ଡଫଲ ପ୍ରକ୍ରିୟା

ସମାଜ ନ୍ୟୁଜ ଡେସ୍କ: ସାମୁଦ୍ରିକ ଝଡ଼ ମନ୍ଥାର ଆରମ୍ଭ ହୋଇଛି ଲ୍ୟାଣ୍ଡଫଲ୍ । କାକିନାଡାର ୟେମନଠାରେ ସ୍ଥଳଭାଗ ଛୁଇଁବା ନେଇ ଆକଳନ କରୁଛି ପାଣିପାଗ ବିଭାଗ । କାକିନାଡାଠାରୁ ଦକ୍ଷିଣ 90 କିମି ଦୂରରେ ଅଛି । ଲ୍ୟାଣ୍ଡଫଲ ସମୟରେ ଝଟକା ପବନ 100 ରୁ 110 କିମି ରହିଛି । ମନ୍ଥା ପାଇଁ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀଙ୍କ ସମେତ ଅଧିକାରୀ ମାନେ ଉପସ୍ଥିତ ଅଛନ୍ତି ।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories