www.samajalive.in
Sunday, December 7, 2025
23.1 C
Bhubaneswar

ଚନ୍ଦ୍ରଭାଗାରେ ନାଲି ପତାକା

କୋଣାର୍କ (ସମାଜ ଲାଇଭ୍‌ ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ‘ମନ୍ଥା’କୁ ନେଇ ଚନ୍ଦ୍ରଭାଗା ସମୁଦ୍ରକୂଳରେ ନାଲି ପତାକା ଲଗାଯାଇଛି। ସମୁଦ୍ର ଅଶାନ୍ତ ହୋଇଥିବାରୁ ଏବଂ ଉଚ୍ଚ ଜୁଆର କୂଳକୁ ମାଡ଼ି ଆସୁଥିବାରୁ ଏହାକୁ ଦୃଷ୍ଟିରେ ରଖି କୋଣାର୍କ ଏନଏସି ପକ୍ଷରୁ ଏଭଳି ସତର୍କତା ଅବଲମ୍ବନ କରାଯାଇଥିବା ଜଣେ ଅଧିକାରୀ କହିଛନ୍ତି। ସେହିପରି ଆଗାମୀ ତିନିଦିନ ପର୍ଯ୍ୟନ୍ତ କୌଣସି ହୋଟେଲ, ଲଜ୍‌ ଓ ଧର୍ମଶାଳାରେ ପର୍ଯ୍ୟଟକମାନେ ରହିପାରିବେ ନାହିଁ ବୋଲି ସୂଚନା ଦିଆଯାଇଛି। ଫଳରେ ମଙ୍ଗଳବାର କୋଣାର୍କ ଓ ଚନ୍ଦ୍ରଭାଗା ଏକ ପର୍ଯ୍ୟଟକ ଶୂନ୍ୟ ହୋଇପଡ଼ିଥିଲା।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories