www.samajalive.in
Tuesday, December 9, 2025
23.1 C
Bhubaneswar

କେନିୟାରେ ବିମାନ ଦୁର୍ଘଟଣା, ୧୨ ମୃତ

ନାଇରୋବି: ଆଫ୍ରିକୀୟ ରାଷ୍ଟ୍ର କେନିୟାର କ୍ବାଲେ ସହରରେ ମଙ୍ଗଳବାର ଏକ ବିମାନ ଦୁର୍ଘଟଣାଗସ୍ତ ହୋଇଥିବାବେଳେ ସେଥିରେ ଯାତ୍ରା କରୁଥିବା ୧୨ ଜଣ ଯାତ୍ରୀ ପ୍ରାଣ ହରାଇଛନ୍ତି। ବିମାନଟି ଡିଆନିରୁ କିଚ୍‌ୱା ଯାତ୍ରା କରୁଥିବାବେଳେ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଦୁର୍ଘଟଣାର ସମ୍ମୁଖୀନ ହୋଇଥିବା କୁହାଯାଇଛି। ପ୍ରାଣ ହରାଇଥିବା ଯାତ୍ରୀମାନେ ପର୍ଯ୍ୟଟକ ଭାବେ ମସାଇମାରା ଅଭୟାରଣ୍ୟ ବୁଲିବାକୁ ଉକ୍ତ ବିମାନରେ ଯାତ୍ରା କରୁଥିଲେ। ତେବେ ଏହି ପର୍ଯ୍ୟଟକମାନେ ଦେଶୀ ନା ବିଦେଶୀ, ସେ ସମ୍ପର୍କରେ କେନିୟା ସରକାରଙ୍କ ପକ୍ଷରୁ ସ୍ପଷ୍ଟ ସୂଚନା ମିଳିପାରିନାହିଁ।

Hot this week

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

୧୬ରେ ସୂର୍ଯ୍ୟଙ୍କ ଭ୍ରମଣ: ୭ଟି ରାଶି ପାଇଁ ଚ୍ୟାଲେଞ୍ଜ, ନୂତନ ବର୍ଷରେ କ୍ଷତି ହୋଇପାରେ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ରାଜା ସୂର୍ଯ୍ୟ, ଡିସେମ୍ବର ୧୬ ତାରିଖ...

ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତୀୟ ଖେଳାଳି

ସମାଜ ଡିଜିଟାଲ ଡେସ୍କ: ମ୍ୟାଚ ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ...

ଦୁର୍ନୀତି : ବିକାଶରେ ବାଧା

ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣା ଯାଉଛି। ମାତ୍ର ଭାରତ...

Related Articles

Popular Categories