www.samajalive.in
Monday, December 15, 2025
24.1 C
Bhubaneswar

ରାଫେଲରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ: ପ୍ରଥମ ରାଷ୍ଟ୍ରପତି ଭାବେ ଆଜି ରାଫେଲରୁ ଉଡାଣ ଭରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁମୁଁ । ଅପରେସନ ସିନ୍ଦୂରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିବା ରାଫେଲରେ ଉଡିଛନ୍ତି ରାଷ୍ଟ୍ରପତି । ହରିୟାଣାର ଅମ୍ବାଲା ଏୟାରବେସରୁ ରାଫେଲ ଯୁଦ୍ଧବିମାନରେ ଉଡାଣ ଭରିଛନ୍ତି ରାଷ୍ଟ୍ରପତି । ଏହି ସମୟରେ ଉପସ୍ଥିତ ରହିଥିଲେ ସଶସ୍ତ୍ର ବାହିନୀର ସର୍ବୋଚ୍ଚ କମାଣ୍ଡର ।

ରାଷ୍ଟ୍ରପତି ଯେଉଁ ରାଫେଲରେ ଉଡାଣ ଭରିଛନ୍ତି ତାହା ଅପରେସନ ସିନ୍ଦୂର ସମୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲା । ୧୭ତମ ରାଫେଲ ସ୍କ୍ୱାଡ୍ରନ୍‌ ପାକିସ୍ତାନୀ ଆତଙ୍କବାଦୀ ଶିବରକୁ ସମ୍ପୂର୍ଣ୍ଣ ଧ୍ୱଂସ କରିଥିଲା । ôଲା । ପୂର୍ବରୁ ୨୦୨୩ରେ ସୁଖୋଇ ଫାଇଟର ଜେଟରେ ଉଡାଣ ଭରିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

Hot this week

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

Related Articles

Popular Categories