www.samajalive.in
Friday, December 5, 2025
27.1 C
Bhubaneswar

ବିହାର ନିର୍ବାଚନ: ମୁଜାଫରପୁରରୁ ପ୍ରଚାର ଆରମ୍ଭ କଲେ ରାହୁଲ ଗାନ୍ଧୀ

ବିହାର: ମୁଜାଫରପୁରରେ ତେଜସ୍ୱୀ ଯାଦବଙ୍କ ସହ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପ୍ରଥମ ନିର୍ବାଚନ ରାଲିକୁ ସମ୍ବୋଧିତ କରିଛନ୍ତି । ରାହୁଲ ଗାନ୍ଧୀ ମୁଜାଫରପୁରରେ ଏକ ସାଧାରଣ ସଭା ସହିତ ବିହାର ବିଧାନସଭା ନିର୍ବାଚନ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହିତ ମହାଗଠବନ୍ଧନର ପ୍ରମୁଖ ଚେହେରା ତଥା ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଆର୍‌ଜେଡ଼ି ନେତା ତେଜସ୍ୱୀ ଯାଦବ ମଧ୍ୟ ଯୋଗ ଦେଇଥିଲେ। ବିହାରରେ ଭୋଟ୍ ପୂର୍ବରୁ ଆରଜେଡି ଏବଂ କଂଗ୍ରେସ ନେତୃତ୍ୱାଧୀନ ମହାଗଠବନ୍ଧନର ଇସ୍ତାହାର “ବିହାର କା ତେଜସ୍ୱୀ ପ୍ରାଣ” ଶୀର୍ଷକରେ ପ୍ରକାଶ କରିଛନ୍ତି ରାହୁଲ ଗାନ୍ଧୀ । ପ୍ରତ୍ୟେକ ପରିବାର ପାଇଁ ସରକାରୀ ଚାକିରି ଏବଂ ସଂରକ୍ଷଣ ଉପରେ ୫୦ ପ୍ରତିଶତ ସୀମା ହଟାଇବା ପ୍ରତିଶ୍ରୁତି ରଖିଥିଲେ ରାହୁଲ ।

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories