www.samajalive.in
Friday, December 5, 2025
26.1 C
Bhubaneswar

ମହୁମାଛି ଆକ୍ରମଣରେ ଜଣେ ମୃତ

ଚମ୍ପୁଆ : ମହୁମାଛି ଆକ୍ରମଣରେ ଜଣେ ମୃତ, ଦୁଇ ଗୁରୁତର। କେନ୍ଦୁଝର ଜିଲ୍ଲା ଚମ୍ପୁଆ ରେଞ୍ଜ ଅଞ୍ଚଳରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ରାମଚନ୍ଦ୍ରପୁରର ନିରାଶ ମୁଣ୍ଡା ବୋଲି ଜଣାପଡିଛି। ଦୁଇ ଗୁରୁତରଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଚମ୍ପୁଆ ମେଡିକାଲରେ ଭର୍ତ୍ତି କରାଯାଇଛି। ୩ ଜଣ ଛେଳି ଚରାଇବାକୁ ଯାଇଥିବା ମହୁମାଛି ଆକ୍ରମଣ ଶିକାର ହୋଇଥିଲେ।

Hot this week

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

Related Articles

Popular Categories