www.samajalive.in
Friday, December 5, 2025
17.1 C
Bhubaneswar

ଗାଁରେ ବାଘ ଆତଙ୍କ, ପାଦ ଚିହ୍ନ ଦେଖି ଲୋକେ ଭୟଭୀତ

ଛତ୍ରପୁର: ଗଞ୍ଜାମ ଜିଲ୍ଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ଲକ୍ଷ୍ମୀପୁର ଗାଁରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ଆଜି ସକାଳୁ ସକାଳୁ ଗାଁର କିଛି ବ୍ୟକ୍ତି ମନ୍ଦିରକୁ ଯିବା ସମୟରେ ରାସ୍ତାରେ ଏକ ବାଘ ଯାଉଥିବାର ଦେଖି ଅନ୍ୟ ଗ୍ରାମବାସୀ ମାନଙ୍କୁ ଜଣାଇଥିଲେ। ପରେ ଗ୍ରାମବାସୀମାନେ ଏ ନେଇ ବନ ବିଭାଗକୁ ଖବର ଦେଇଥିଲେ । ଘଟଣା ସ୍ଥଳରୁ ବାଘର ପାଦ ଚି଼ହ୍ନ ଏବଂ ଚୁଟି ଆଦି ସଂଗ୍ରହ କରାଯାଇଛି। ଅନ୍ୟପଟେ ଗାଁରେ ବାଘ ଆତଙ୍କ ଲାଗି ଗ୍ରାମବାସୀମାନେ ଭୟଭୀତ ଅବସ୍ଥାରେ ରହିଛନ୍ତି। ତାହା ବାଘ ର ପାଦ ଚିହ୍ନ ନା ଅନ୍ୟ କାହାର ସେ ନେଇ ବନ ବିଭାଗ ତଦନ୍ତ କରୁଛି ।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories