www.samajalive.in
Saturday, December 6, 2025
26.1 C
Bhubaneswar

ଉପନିର୍ବାଚନରେ ଆଚରଣ ବିଧି ଉଲ୍ଲଂଘନ: ଲୋକସମ୍ପର୍କ ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ନୂଆପଡା ଉପନିର୍ବାଚନରେ ଆଚରଣ ବିଧି ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଛି । ଏନେଇ ଲୋକସମ୍ପର୍କ ବିଭାଗର ଅଧିକାରୀ ତନୁଜା ମହାନ୍ତିଙ୍କୁ ନିଲମ୍ବନ କରିଛନ୍ତି ନିର୍ବାଚନ କମିଶନ । ନିଲମ୍ବନ ଅବଧି ମଧ୍ୟରେ ତନୁଜା ରାଜ୍ୟ ମୁଖ୍ୟାଳୟ ଭୁବନେଶ୍ୱରରେ ରହିବେ । ବିନା ଅନୁମତିରେ ମୁଖ୍ୟାଳୟ ନଛାଡିବାକୁ ନିର୍ବାଚନ କମିଶନ ନିର୍ଦେଶ ଦେଇଛନ୍ତି ।

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories