www.samajalive.in
Monday, December 8, 2025
17.1 C
Bhubaneswar

ପୀତବାସ ହତ୍ୟା ମାମଲା: ଅଭିଯୁକ୍ତ ପିଣ୍ଟୁ ଦାସକୁ ଫୁଲବାଣୀ ଜେଲ ସ୍ଥାନାନ୍ତର

ସମାଜ ଡିଜିଟାଲ ଡେସ୍କ: ପୀତବାସ ପଣ୍ଡା ହତ୍ୟା ମାମଲାରେ ଅଭିଯୁକ୍ତ ପୂର୍ବତନ ମେୟର ପିଣ୍ଟୁ ଦାସକୁ ଫୁଲବାଣୀ ଜେଲକୁ ସ୍ଥାନାନ୍ତର କରାଯାଇଛି । ବ୍ରହ୍ମପୁର ମଣ୍ଡଳ କାରଗାରାରୁ ଫୁଲବାଣୀ ଜେଲକୁ ସ୍ଥାନାନ୍ତର ହୋଇଛନ୍ତି । ପିଣ୍ଟୁ ଦାସଙ୍କ ସୁରକ୍ଷା ନେଇ ପୂର୍ବରୁ ଏସଡିଜେଏମ୍‌ କୋର୍ଟରେ ପିଟିସନ ଦାଖଲ ହୋଇଥିଲା । ବ୍ରହ୍ମପୁର ଜେଲରେ ପିଣ୍ଟୁଙ୍କ ଜୀବନ ପ୍ରତି ବିପଦ ଥିବା ଦର୍ଶାଇ ଏକ ପିଟିସନ ଦାଖଲ ହୋଇଥିଲା । ପିଣ୍ଟୁଙ୍କ ସମର୍ଥକ ଶାନ୍ତି ମିଶ୍ର ହତ୍ୟା ମାମଲାରେ ଅଭିଯୁକ୍ତ ମଉଜ ମିଶ୍ର ବ୍ରହ୍ମପୁର ଜେଲରେ ଅଛି । ତାଙ୍କ ସହିତ ଅନ୍ୟ ୬ଜଣ ଅଭିଯୁକ୍ତ ମଧ୍ୟ ସେହି ଜେଲରେ ରହିଥିବାରୁ ପିଣ୍ଟୁଙ୍କ ଜୀବନ ପ୍ରତି ବିପଦ ସୃଷ୍ଟି ହେବା ଆଶାଙ୍କା କରାଯାଇଥିଲା ।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories