www.samajalive.in
Monday, December 8, 2025
13.1 C
Bhubaneswar

ପ୍ରୀତିରଞ୍ଜନ ଘଡେଇଙ୍କ ଘରେ ଚଢାଉ

ନୂଆପଡା: ବିଜେଡି ନେତା ପ୍ରୀତିରଞ୍ଜନ ଘଡେଇଙ୍କ ଘରେ ଚଢାଉ ହୋଇଛି । ନୂଆପଡା ଖରିଆର୍‌ ରୋଡରେ ଥିବା ତାଙ୍କ ବାସଭବନରେ ପୁଲିସ ଚଢାଉ କରିଥିବା ସୂଚନା ମିଳିଛି । ନୂଆପଡା ଉପନିର୍ବାଚନ ପାଇଁ ପ୍ରଚାର ଦାୟିତ୍ୱରେ ଅଛନ୍ତି ପ୍ରୀତିରଞ୍ଜନ । ଏହି ସମୟରେ ପୁଲିସ ଏଭଳି ଚଢାଉ କରିବା ନେଇ କର୍ମୀଙ୍କ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି । ବିଜେପି ଜାଣିଶୁଣି ଏପରି କରୁଥିବା ବିଜେଡି କର୍ମୀ ଅଭିଯୋଗ କରିଛନ୍ତି ।

ନୂଆପଡାରେ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କୁ ଜିତାଇବା ପାଇଁ ପ୍ରଚାରକୁ ଜୋରଦାର କରାଯାଉଥିବା ବେଳେ ଜଣେ ନେତାଙ୍କ ଘରେ ଏଭଳି ଚଢାଉ କରାଯିବା ପରେ ପ୍ରଶ୍ନ ଉଠାଇଛି ବିଜେଡି । ଉପନିର୍ବାଚନ ସମୟରେ କୌଣସି ଏକ ଖବର ପାଇ ପୁଲିସ ଓ ଜିଲାପାଳ ଚଢାଉ କରିବାକୁ ଯାଇଥିବା ବେଳେ ଘରେ ପ୍ରୀତିରଞ୍ଜନ ନଥିବାରୁ ଫେରିଆସିଥିଲେ ।

Hot this week

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

Related Articles

Popular Categories