www.samajalive.in
Friday, December 5, 2025
27.1 C
Bhubaneswar

ପ୍ରଦୀପ ଜେନାଙ୍କ ନାମରେ ଜନସ୍ଵାର୍ଥ ମାମଲା

ସମାଜଲାଇଭ ଡେସ୍କ: ଅବସରପ୍ରାପ୍ତ ପ୍ରଶାସକ ତଥା ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ(ଓଇଆରସି) ଅଧ୍ୟକ୍ଷ ପ୍ରଦୀପ ଜେନାଙ୍କ ବିରୋଧରେ ରୁଜୁ ହୋଇଛି ଜନସ୍ଵାର୍ଥ ମାମଲା। ହାଇକୋର୍ଟରେ ଏହି ମାମଲା ଦାୟର କରିଛନ୍ତି ଜଣେ ସାମ୍ବାଦିକ ସୁବ୍ରତ ତ୍ରିପାଠୀ। ପ୍ରଦୀପ ଭୁବନେଶ୍ଵର କ୍ଲବର ସଭାପତି ଭା​‌ବେ ନିର୍ବାଚିତ ହେବା ପରେ ରାଜ୍ୟ ବିଦ୍ୟୁତ ସଂସ୍କାର ଆଇନ ଏବଂ ବିଦ୍ୟୁତ ଆଇନ ଉଲ୍ଲଂଘନ କରିଥିବା ଦର୍ଶାଇ ତାଙ୍କ ବିରୋଧରେ ସୁବ୍ରତ ଦାୟର କରିଛନ୍ତି। ଓଇଆରସି ଅଧ୍ୟକ୍ଷ ଥାଇ ସେ କିପରି ସଭାପତି ପଦ ଗ୍ରହଣ କଲେ ତାହାକୁ ସୁବ୍ରତ ଚ୍ୟାଲେଞ୍ଜ କରିଛନ୍ତି। ତେବେ ଏ ସମ୍ପର୍କରେ ପ୍ରଦୀପଙ୍କର କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories