www.samajalive.in
Friday, December 5, 2025
26.1 C
Bhubaneswar

ପୂର୍ବତନ ଆରଆଇଙ୍କୁ ୨ ବର୍ଷ ଜେଲ ଦଣ୍ଡ

ସମାଜଲାଇଭ ଡେସ୍କ: ଏକ ଲାଞ୍ଚ ମାମଲାରେ ଅନୁଗୁଳ ଜିଲା କୁମୁରିସିଙ୍ଗାର ପୂର୍ବତନ ଆରଆଇ ଗୁଣନିଧି ନାୟକଙ୍କୁ ଦୁଇ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି ଭିଜିଲାନ୍ସ କୋର୍ଟ ସ୍ଵତନ୍ତ୍ର ବିଚାରପତି। ଏହା ସହିତ ତାଙ୍କୁ ଆର୍ଥିକ ଜରିମାନାରେ ଦଣ୍ଡିତ କରାଯାଇଛି।

ଏକ ମ୍ୟୁଟେସନ ମାମଲାରେ ଭେରିଫିକେସନ ରିପୋର୍ଟ ପଠାଇବା ଲାଗି ଗୁଣନିଧି ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ଗ୍ରହଣ କରିବା ସମୟରେ ଭିଜିଲାନ୍ସ ତାଙ୍କୁ ଧରିଥିଲା। ଏ ନେଇ ମାମଲା ରୁଜୁ କରାଯାଇ କୋର୍ଟରେ ଚାର୍ଜଶିଟ୍‌ ଦାଖଲ କରାଯାଇଥିଲା। ଗୁଣନିଧି ଦୋଷୀ ସାବ୍ୟସ୍ତ ହେବା ପରେ ଭିଜିଲାନ୍ସ ପକ୍ଷରୁ ବିଭାଗୀୟ କର୍ତ୍ତୃପକ୍ଷଙ୍କ ନିକଟରେ ତାଙ୍କ ପେନସନ ବନ୍ଦ କରିବା ଲାଗି ଆବେଦନ କରାଯିବ ବୋଲି କୁହାଯାଇଛି।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories