www.samajalive.in
Friday, December 5, 2025
20.1 C
Bhubaneswar

ବିଦ୍ୟୁତ ସଂସ୍ପର୍ଶରେ ଶ୍ରମିକ ମୃତ

ଭବାନୀପାଟଣା: କେଗାଁ ଥାନା ଅନ୍ତର୍ଗତ କେଗାଁରେ ଆଜି ନିର୍ମାଣ କାର୍ଯ୍ୟରେ ନିୟୋଜିତ ଜଣେ ମହିଳା ଶ୍ରମିକ ୧୧ କେଭି ବିଦ୍ୟୁତ ସଂସ୍ପର୍ଶରେ ଆସି ମୃତ୍ୟୁ ବରଣ କରିଛନ୍ତି। ମୃତକ ସ୍ଥାନୀୟ ପୀତବାସ ପୁଟେଲଙ୍କ ସ୍ତ୍ରୀ ଲବଣି ପୁଟେଲ  ବୋଲି ଜଣାପଡିଛି। ସୂଚନା ଅନୁଯାୟୀ କେଗାଁ ର ଅଶୋକ ଅଗ୍ରୱାଲ ନୂଆଁଘର ଛାତ କାମ କରୁଥିବା ବେଳେ ଲବଣି ୧୧ କେଭି ତାର ସଂସ୍ପର୍ଶରେ ଆସିଥିଲେ। ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ଚପ୍ରିଆ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।  ହେଲେ ସେଠାରେ ଡାକ୍ତର ଲବଣିଙ୍କୁ ମୃତ ଘୋଷଣା କରିଥିଲେ। କେଗାଁ ଥାନା ପୁଲିସ ଘଟଣାର ତଦନ୍ତ କରୁଛି।   ଆସନ୍ତାକାଲି ଶବ ବ୍ୟବଚ୍ଛେଦ କରାଯିବ ବୋଲି ଜଣା ପଡ଼ିଛି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories