www.samajalive.in
Monday, December 15, 2025
24.1 C
Bhubaneswar

ସହିଦ୍‍ ମା’ଙ୍କ ପାଦ ଛୁଇଁଲେ ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ : ଡେରାଡୁନର ଏକ କାର୍ଯ୍ୟକ୍ରମରେ ପ୍ରତିରକ୍ଷା ମନ୍ତ୍ରୀ ନିର୍ମଳା ସୀତାରମଣ ଏକ ସହିଦ ମା’ଙ୍କ ପାଦ ଛୁଇଁ ପ୍ରଣାମ କରିଛନ୍ତି। ସୂଚନା ଅନୁସାରେ ପ୍ରତିରକ୍ଷା ମନ୍ତ୍ରୀ ପ୍ରଥମେ ସହିଦଙ୍କୁ ଶୌର୍ଯ୍ୟ ସମ୍ମାନ ସମାରୋହରେ ପହଞ୍ଚି ଅମର ସହିଦ ସ୍ମୁତି ଚିହ୍ନକୁ ନମନ କରିଥିଲେ। ଏହି ଅବସରରେ ସେଠାରେ ଉପସ୍ଥିତ ଥିବା ଏକ ସହିଦ୍‍ ଅଜିତ ପ୍ରଧାନ ପରିବାର ତାଙ୍କୁ ସ୍ୱାଗତ କରିବାକୁ ଯିବା ସମୟରେ ପ୍ରତିରକ୍ଷା ମନ୍ତ୍ରୀ ତାଙ୍କ ହାତରୁ ଫୁଲତୋଡା ନେଇ ସହିଦଙ୍କ ମାତା ହେମ କୁମାରୀ ପ୍ରଧାନଙ୍କ ପାଦ ଛୁଇଁ ନମସ୍କାର କରିଥିଲେ। ସେ କହିଥିଲେ ଯେ କୌଣସି ସମୟରେ ଆପଣ ମତେ ଫୋନ କରିପାରିବେ।

Hot this week

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

Related Articles

Popular Categories