www.samajalive.in
Monday, December 8, 2025
27.1 C
Bhubaneswar

ଆଜିଠୁ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ

ସମାଜ ଡିଜିଟାଲ ଡେସ୍କ: ସୁଭଦ୍ରା ପୋର୍ଟାଲ ଆଜିଠାରୁ ପୁଣି ଖୋଲିବାକୁ ଯାଉଛି । ବୟସ କମ ଥିବାରୁ ଗତଥର ଯେଉଁମାନେ ସୁଭଦ୍ରା ଯୋଜନାରୁ ବାଦ ପଡିଥିଲେ ସେମାନେ ଏଥର ଆବେଦନ କରିପାରିବେ । ୨୦୨୫ ମାର୍ଚ୍ଚ ୩୧ତାରିଖ ସୁଦ୍ଧା ୨୧ବର୍ଷ ହୋଇଥିବା ଯୁବତୀ ମାନେ ଏଥର ଆବେଦନ କରିପାରିବେ ବୋଲି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ସୂଚନା ଦେଇ କହିଛନ୍ତି । ନୂଅ ଆବେଦନକାରୀ ମାନେ ଯୋଗ୍ୟ ବିବେଚିତ ହୋଇଥିଲେ ଆସନ୍ତା ମାର୍ଚ୍ଚ ୮ତାରିଖ ମହିଳା ଦିବସରେ ସେମାନଙ୍କୁ ସୁଭଦ୍ରା କିସ୍ତି ପ୍ରଦାନ କରାଯିବ । ନୂଆପଡାରେ ଉପନିର୍ବାଚନ ପାଇଁ ଆଚରଣବିଧି ଲାଗୁ ହୋଇଥିବାରୁ ସୁଭଦ୍ରା ପୋର୍ଟାଲ ସେଠାରେ ଖୋଲିବ ନାହିଁ ।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories