www.samajalive.in
Friday, December 5, 2025
20.1 C
Bhubaneswar

୪୪ ଟି ତହସିଲ୍‌ରେ ନୂତନ ଉପନିବନ୍ଧନ କାର୍ଯ୍ୟାଳୟ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଲୋକସେବା ଭବନ ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ୪୪ ଟି ତହସିଲ୍ ରେ ନୂତନ ଉପନିବନ୍ଧନ କାର୍ଯ୍ୟାଳୟ ଉଦଘାଟନ କରିଛନ୍ତି । ରାଜସ୍ୱ ପ୍ରଶାସନକୁ ନାଗରିକଙ୍କ ପାଖରେ ସହଜରେ ପହଞ୍ଚାଇବା ଲକ୍ଷ୍ୟରେ, ଜମିଜମା ପଞ୍ଜୀକରଣ ଓ କିଣାବିକାକୁ ସହଜ କରିବା ଉଦ୍ଦେଶ୍ୟରେ ପ୍ରତ୍ୟେକ ତହସିଲରେ ଉପନିବନ୍ଧନ ବା ସବ୍‌-ରେଜିଷ୍ଟ୍ରେସନ୍‌ ଅଫିସ୍ ଖୋଲିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ । ଏହି କ୍ରମରେ, ଆଜି ପ୍ରଥମ ପର୍ଯ୍ୟାୟରେ ୪୪ଟି ତହସିଲରେ ଉପନିବନ୍ଧନ ବା ସବ୍‌-ରେଜିଷ୍ଟ୍ରେସନ୍‌ କାର୍ଯ୍ୟାଳୟ ଆରମ୍ଭ ହୋଇଛି । ବାକି ଥିବା ଅନ୍ୟ ତହସିଲଗୁଡ଼ିକରେ ମଧ୍ୟ ଆସନ୍ତା ଡିସେମ୍ବର ସୁଦ୍ଧା ଏହି ସେବା ଉପଲବ୍ଧ ହେବ।କୁ ଲକ୍ଷ ରଖାଯାଇଛି। ଏହାସହ, ପୂର୍ବରୁ ଇ-ରେଜିଷ୍ଟ୍ରେସନ୍‌ ମୋବାଇଲ୍‌ ଆପ୍ ମଧ୍ୟ ଆରମ୍ଭ କରାଯାଇଛି। ଯାହା ଦ୍ୱାରା ଘରେ ବସି ଅନ୍‌ଲାଇନ୍‌ରେ ସ୍ଲଟ୍ ବୁକ୍‌ କରି ତହସିଲ୍ ଅଫିସରେ ସେବା ଗ୍ରହଣ କରିହେବ।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories