ସମାଜଲାଇଭ ଡେସ୍କ: ଆସନ୍ତା ୩ ତାରିଖରେ ଦକ୍ଷିଣ ଓଡ଼ିଶାର ୪ ଜିଲାରେ ସରକାରୀ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏସବୁ ଜିଲା ହେଉଛି ଗଞ୍ଜାମ, ଗଜପତି, ନବରଙ୍ଗପୁର, ମାଲକାନଗିରି। ଏହାବ୍ୟତୀତ କନ୍ଧମାଳ ଜିଲାର ବାଲିଗୁଡ଼ା ଉପଖଣ୍ଡରେ ବି ସରକାରୀ ଛୁଟି ଘୋଷଣା ହୋଇଛି। କାର୍ତ୍ତିକ ମାସ ଶେଷ ସୋମବାର ପାଇଁ ସ୍ଥାନୀୟ ଛୁଟି ଘୋଷଣା କରିଛନ୍ତି ଆରଡିସି।



