www.samajalive.in
Monday, December 8, 2025
24.1 C
Bhubaneswar

ଏମକେସିଜି ମେଡିକାଲ କଲେଜରେ ଛାତ୍ରଙ୍କୁ ରାଗିଂ ଅଭିଯୋଗ

ସମାଜଲାଇଭ ଡେସ୍କ: ଗଞ୍ଜାମ ଜିଲା ବ୍ରହ୍ମପୁରସ୍ଥିତ ଏମକେସିଜି ମେଡିକାଲ କଲେଜରେ ଜଣେ ଛାତ୍ରଙ୍କୁ ରାଗିଂ କରାଯାଇଥିବା ଅଭିଯୋଗ ହୋଇଛି। କଲେଜର ୫ ଜଣ ସିନିଅର ଛାତ୍ର ମିଶି ଜଣେ ଛାତ୍ରଙ୍କୁ ନିର୍ଯାତନା ଦେଇଥିବା ନେଇ ଆଣ୍ଟି ରାଗିଂ ସେଲରେ ଅଭିଯୋଗ କରାଯାଇଛି। ଅଭିଯୋଗକାରୀ ନିଜ ନାମ ଗୋପନ ରଖିଛନ୍ତି। ରାଗିଂ ଅଭିଯୋଗର ସତ୍ୟାସତ୍ୟ ଯାଞ୍ଚ କରାଯାଉ ବୋଲି ସେ ଦାବି କରିଛନ୍ତି। ଅନ୍ୟପଟେ ଏହି ବେନାମୀ ଅଭିଯୋଗକୁ ନେଇ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳିଛି। ଏପରି ଘଟଣା ଯୋଗୁ କଲେଜ ବଦନାମ ହେଉଥିବା କିଛି ଛାତ୍ରଛାତ୍ରୀ କହିଛନ୍ତି।

Hot this week

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

Related Articles

Popular Categories